ବିଜେପି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାଶିଷ ଆଚାର୍ଯ୍ୟ ଗିରଫ, ମମିତା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧ ଆଶଙ୍କାରେ ଗିରଫ

ବରଗଡ଼: ବିଜେପି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାଶିଷ ଆଚାର୍ଯ୍ୟ ଗିରଫ, ଭଟଲି ଘରୁ ଇରାଶିଷ ଆଚାର୍ଯ୍ୟଙ୍କୁ ଗିରଫ କଲା ପୁଲିସ,ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଇରାଶିଷ ଆଚାର୍ଯ୍ୟ ଗିରଫ, ମମିତା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧ ଆଶଙ୍କାରେ ଗିରଫ

Leave a Reply

Your email address will not be published. Required fields are marked *