ଆଫଗାନିସ୍ତାନର ଇମାନ ଜମାନ ମସଜିଦରେ ବୋମା ବିସ୍ଫୋରଣରେ ୧୭ ଜଣଙ୍କ ମୃତ୍ୟୁ

ଆଫଗାନିସ୍ତାନର ବାଗଲାନ ପ୍ରଦେଶର ରାଜଧାନୀ ପୋଲ-ଇ-କୋମରିଠାରେ ଥିବା ଇମାନ ଜମାନ ମସଜିଦରେ ଶୁକ୍ରବାର ଏକ ଶକ୍ତିଶାଳୀ ବୋମା ବିସ୍ଫୋରଣ ଘଟି ୧୭ ଜଣଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published. Required fields are marked *