- ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର | ଏପର୍ଯ୍ୟନ୍ତ ମୋଟ ୧୫୨ ଅଧିକାରୀଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ। ତ୍ରିନାଥଙ୍କଠାରୁ ୯କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଜବତ
- ଗୋଖାଦ୍ୟ ଦୁର୍ନୀତି ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ୫ ବର୍ଷ ଜେଲ ; ୬୦ ଲକ୍ଷ ଜୋରିମାନା