

- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁଲିସ୍ କମ୍ୟୁନିକେସନ ବିଭାଗର ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ |
- କଟକରେ ପୁଲିସ୍ କମ୍ୟୁନିକେସନ୍ର ଅତିରିକ୍ତ ଏସ୍ପି ଭାବେ କାର୍ଯ୍ୟରତ ଥିବା ତ୍ରିନାଥ ମିଶ୍ରଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୧୧ଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ରେଡ୍