ଆଜି ବାଲେଶ୍ବରରେ BSKY ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଉପକୃତ ହେବେ ଜିଲ୍ଲାର ୫ ଲକ୍ଷ ୧୩ ହଜାର ୩୫୨ ପରିବାର

ଆଜି ବାଲେଶ୍ବରରେ BSKY ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଉପକୃତ ହେବେ ଜିଲ୍ଲାର ୫ ଲକ୍ଷ ୧୩ ହଜାର ୩୫୨ ପରିବାର, ବାଲେଶ୍ବରବାସୀଙ୍କୁ ୧୪୭୬ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ ନବୀନ, ୩୭୬ କୋଟି ଟଙ୍କାର ୭୭ଟି ପ୍ରକଳ୍ପ ଉଦ୍‌ଘାଟନ କରିବେ, ୧୧୦୦ କୋଟି ଟଙ୍କାର ୧୦୯ଟି ପ୍ରକଳ୍ପର ଶିଳାନ୍ୟାସ କରିବେ ନବୀନ

Leave a Reply

Your email address will not be published. Required fields are marked *