![](https://timesofodisha.com/wp-content/uploads/2021/11/gayadhar-jena-719x445.jpg)
![](https://timesofodisha.com/wp-content/uploads/2021/11/gayadhar-jena-719x445.jpg)
- OPHWC ର ଡେପୁଟି ମ୍ୟାନେଜର ପ୍ରତାପ ସାମଲ ଗିରଫ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ ; ପ୍ରତାପ ସାମଲ ଓ ତାଙ୍କ ପତ୍ନୀଙ୍କ ନାଁରେ ମାମଲା ରୁଜୁ, ପ୍ରତାପଙ୍କ ୧୪ କୋଟି ୮୭ ଲକ୍ଷର ଆୟ ବହିର୍ଭୂତ ସଂପତ୍ତି ଠାବ
- କଟକ ଅରିଲୋରେ ଅତ୍ୟାଧୁନିକ ଓମଫେଡ୍ ଡାଏରୀ ପ୍ଲାଣ୍ଟ ଲୋକାର୍ପଣ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି, ୨୬୩ କୋଟି ଟଙ୍କା ବ୍ୟୟରେ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ନିର୍ମାଣ ହୋଇଛି