ମାଲକାନଗିରିରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ସରକାରୀ ବସ୍‌ ଶ୍ରୀକାକୁଲମ ଠାରେ ଆଗରେ ଯାଉଥିବା ଏକ ଟ୍ରକ୍‌କୁ ପିଟି ଦେବାରୁ ୧୬ ଯାତ୍ରୀ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାଯାଇଛି।

Leave a Reply

Your email address will not be published. Required fields are marked *