ବହୁ ଚର୍ଚ୍ଚିତ ଗୁଜରାଟର ବିଲକିସ୍ ବାନୋ ଗଣଦୁଷ୍କର୍ମ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ ; ୧୧ ଜଣ ଦୋଷୀଙ୍କୁ ମୁକ୍ତ କରିବା ପାଇଁ ଗୁଜରାଟ ସରକାର ଦେଇଥିବା ନିଷ୍ପତ୍ତିକୁ ରଦ୍ଦ କଲେ ସୁପ୍ରିମକୋର୍ଟ
ବହୁ ଚର୍ଚ୍ଚିତ ଗୁଜରାଟର ବିଲକସ ବାନୋ ଗଣଦୁଷ୍କର୍ମ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ ଶୁଣାଇଛନ୍ତି। ଦୋଷୀଙ୍କୁ ସମୟ ପୂର୍ବରୁ ମୁକ୍ତି ଠିକ ନୁହେଁ ବୋଲି କୋର୍ଟ କହିଛନ୍ତି।
Read more