ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂକମ୍ପରେ ମୃତ୍ୟୁସଂଖ୍ୟା ୨,୦୦୦କୁ ବୃଦ୍ଧି, ଏବେବି ଶହ ଶହ ନିଖୋଜ
ପଶ୍ଚିମ ଆଫଗାନିସ୍ତାନକୁ ଥରାଇ ଦେଇଥିବା ଶକ୍ତିଶାଳୀ ଭୂକମ୍ପରେ ମୃତ୍ୟୁସଂଖ୍ୟା ୨,୦୦୦କୁ ବୃଦ୍ଧି। ଏହି ଶକ୍ତିଶାଳୀ ଭୂକମ୍ପରେ ଛାରଖାର ହୋଇଯାଇଛି ଆଫଗାନିସ୍ତାନର ଅଧିକାଂଶ ଅଞ୍ଚଳ। ଦୀର୍ଘ ଦୁଇ ଦଶନ୍ଧି
Read more