ଆଜିଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବେ
ପୁରୀ; ସାଧାରଣ ହିନ୍ଦୁମାନେ ଯେପରି କାର୍ତ୍ତିକ ଅମାବାସ୍ୟା ତିଥି, ଦୀପାବଳି ଦିନ ନିଜ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରି ଦୀପଦାନ କରିଥାନ୍ତି, ଠିକ ସେହିପରି ମହାପ୍ରଭୁ
Read more