ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ୧୫ ତାରିଖରୁ ପ୍ରବଳ ପବନ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ । ଆସନ୍ତା ୧୫ ତାରିଖରୁ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା । କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, କୋରାପୁଟ,

Read more

ଓଡ଼ିଶା ଡ୍ରାଇଭର୍‌ ସଂଘର ଆନ୍ଦୋଳନ ଡାକରା ପ୍ରସଙ୍ଗ । ଆସନ୍ତାକାଲି ରାଜ୍ୟରେ ସ୍ବାଭାବିକ ଗଡ଼ିବ ଘରୋଇ ବସ୍ । ଘରୋଇ ବସ୍ ମାଲିକ ସଂଘର ସୂଚନା ।

ଓଡ଼ିଶା ଡ୍ରାଇଭର୍‌ ସଂଘର ଆନ୍ଦୋଳନ ଡାକରା ପ୍ରସଙ୍ଗ । ଆସନ୍ତାକାଲି ରାଜ୍ୟରେ ସ୍ବାଭାବିକ ଗଡ଼ିବ ଘରୋଇ ବସ୍ । ଘରୋଇ ବସ୍ ମାଲିକ ସଂଘର ସୂଚନା ।

Read more

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣ କଲେ ଗାୟତ୍ରୀବାଳା ପଣ୍ଡା

ଭୁବନେଶ୍ବର: ବିଶିଷ୍ଟ ଓଡ଼ିଆ କବି ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ମିଳିଛି ୨୦୨୨ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ‘ଦୟାନଦୀ’ ପୁସ୍ତକ ପାଇଁ ନୂଆଦିଲ୍ଲୀରେ ଅନୁଷ୍ଠିତ

Read more

ଓଡ଼ିଶାକୁ ବିପର୍ଯ୍ୟୟ ପରିଚାଳନା ପୁରସ୍କାର | ଦିଲ୍ଲୀ ବଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡ଼ିଶାକୁ ୨୦୨୩ ପାଇଁ ସୁଭାଷ ଚନ୍ଦ୍ର ବୋଷ ଆପଦ ପ୍ରବନ୍ଧନ ପୁରସ୍କାର ମିଳିଛି । ପ୍ରଧାନମନ୍ତ୍ରୀଙ୍କ ଠାରୁ ପୁରସ୍କାର ଗ୍ରହଣ କଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ |

ଓଡ଼ିଶାକୁ ବିପର୍ଯ୍ୟୟ ପରିଚାଳନା ପୁରସ୍କାର | ଦିଲ୍ଲୀ ବଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡ଼ିଶାକୁ ୨୦୨୩ ପାଇଁ ସୁଭାଷ ଚନ୍ଦ୍ର ବୋଷ ଆପଦ ପ୍ରବନ୍ଧନ ପୁରସ୍କାର

Read more

ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଓଡ଼ିଶା କଳାର ଭୂମି। ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଆମର ଏହି ମହାନ ଐତିହ୍ୟର ସଂରକ୍ଷଣ

Read more

ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା, ମୋଟ ୧୧ ଶହ ୪୫ଟି କେନ୍ଦ୍ରରେ ହେବ ପରୀକ୍ଷା, ପ୍ରାୟ ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ

ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା, ମୋଟ ୧୧ ଶହ ୪୫ଟି କେନ୍ଦ୍ରରେ ହେବ ପରୀକ୍ଷା, ପ୍ରାୟ ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ

Read more

ପାୱାର ଚ୍ୟାନେଲ ବ୍ରିଜରୁ ତଳକୁ ଡେଇଁ ଭିସୁଟ୍‌ର ଛାତ୍ରୀ ନିଖୋଜ

ସାମାନ୍ୟ କଳିରୁ ପାୱାର ଚ୍ୟାନେଲ ବ୍ରିଜରୁ ତଳକୁ ଡେଇଁ ପଡ଼ିଲେ ସମ୍ବଲପୁର ଜିଲ୍ଲା ବୁର୍ଲା ଭିସୁଟ୍‌ର ଆଇଟି ପାସ୍‌ ଆଉଟ୍‌ ଛାତ୍ରୀ। ଗତକାଲି ରାତିରୁ ଅଗ୍ନିଶମ ବାହିନୀ

Read more

ଆଜି ବାହା ହେବେ ଜୁନାଗଡର ବିଜେଡି ବିଧାୟକ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର। କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଦେକୋଟ ଗାଁର ପ୍ରିୟଙ୍କା ଅଗସ୍ତିଙ୍କୁ ସେ ବିବାହ କରିବାକୁ ଯାଉଛନ୍ତି। ପୁରୀ ନିକଟ ଏକ ରିସର୍ଟରେ ନଜର ଆସିଲେ ଦିବ୍ୟ ଶଙ୍କର ଓ ପ୍ରିୟଙ୍କା

ଆଜି ବାହା ହେବେ ଜୁନାଗଡର ବିଜେଡି ବିଧାୟକ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର। କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଦେକୋଟ ଗାଁର ପ୍ରିୟଙ୍କା ଅଗସ୍ତିଙ୍କୁ ସେ ବିବାହ କରିବାକୁ ଯାଉଛନ୍ତି।

Read more

ସମାଜସେବୀ ଡ଼କ୍ଟର.ସୁକାନ୍ତୀ ମିଶ୍ର ଶ୍ରୀମତୀ କଳିଙ୍ଗ ପ୍ରତିଭା ସମ୍ମାନରେ ସମ୍ମାନିତ

ଭୁବନେଶ୍ୱର: ଓଡିଶା ସରକାରଙ୍କ ଦ୍ଵାରା ରାଜ୍ୟସ୍ତରୀୟ “ପ୍ରକୃତି ମିତ୍ର ” ସମ୍ମାନରେ ଅଧିକାରିଣୀ ତଥା ବିଶିଷ୍ଟ ସମାଜସେବୀ ଡ଼କ୍ଟର.ସୁକାନ୍ତୀ ମିଶ୍ର ଶ୍ରୀମତୀ କଳିଙ୍ଗ ପ୍ରତିଭା ସମ୍ମାନରେ ସମ୍ମାନିତ

Read more