ଜମ୍ମୁକାଶ୍ମୀର: ସୋପିଆନରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର । ସୋପିଆନର ଚୌଗାମ ଅଞ୍ଚଳରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି । ଆଜି ସକାଳୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଗୁଳିବିନିମୟ ଜାରି ରହିଥିବା ବେଳେ, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି । ଘଟଣାସ୍ଥଳରେ ଏବେ ବି ସର୍ଚ୍ଚ ଅପରେସନ ଜାରି ରଖିଛି ସୁରକ୍ଷାବାହିନୀ ।

ଜମ୍ମୁକାଶ୍ମୀର: ସୋପିଆନରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର । ସୋପିଆନର ଚୌଗାମ ଅଞ୍ଚଳରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି । ଆଜି ସକାଳୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଗୁଳିବିନିମୟ

Read more

ରାଜ୍ୟରେ ସାମାନ୍ୟ କମିଲା ଶୀତ ; ସବୁଠୁ ଥଣ୍ଡା ସହର ସୁନ୍ଦରଗଡ

ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ମିଳିଲା ଶୀତରୁ ସାମାନ୍ୟ ଆଶ୍ୱସ୍ତି। ଗତ କିଛିଦିନ ମଧ୍ୟ ପ୍ରବଳ ଜାଡ ଅନୁଭବ ହୋଇଥିବା ବେଳେ ଆଜି ଏଥିରେ ସାମାନ୍ୟ ପରିବର୍ତ୍ତନ ଘଟିଛି।

Read more

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ୯୭ତମ ଜନ୍ମତିଥି। ଏହି ଅବସରରରେ ଅଟଳଙ୍କ ସମାଧିସ୍ଥଳରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ଗୃହମନ୍ତ୍ରୀ ଅମିତ ଶାହ |

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ୯୭ତମ ଜନ୍ମତିଥି। ଏହି ଅବସରରରେ ଅଟଳଙ୍କ ସମାଧିସ୍ଥଳରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରତିରକ୍ଷା ମନ୍ତ୍ରୀ

Read more

ରାଜ୍ୟର ୯ଟି ସହରର ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ତଳେ। ୮ ଡିଗ୍ରୀ ସହ ସୁନ୍ଦରଗଡ଼ ଆଜି ରାଜ୍ୟର ସବୁଠୁ ଥଣ୍ଡା ସହର। ଦାରିଙ୍ଗବାଡ଼ି ଓ ଫୁଲବାଣୀ ୮.୫ ଡିଗ୍ରୀ, ଟିଟିଲାଗଡ଼ ୮.୮ । ଝାରସୁଗୁଡ଼ା, ବଲାଙ୍ଗିର ଓ ସୋନପୁର ୧୧, ବୌଦ୍ଧ ୧୦, କେନ୍ଦୁଝର ୧୦.୪, କଟକ ୧୩.୫ ଓ ଭୁବନେଶ୍ବର ୧୪.୬ ଡିଗ୍ରୀ |

ରାଜ୍ୟର ୯ଟି ସହରର ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ତଳେ। ୮ ଡିଗ୍ରୀ ସହ ସୁନ୍ଦରଗଡ଼ ଆଜି ରାଜ୍ୟର ସବୁଠୁ ଥଣ୍ଡା ସହର। ଦାରିଙ୍ଗବାଡ଼ି ଓ ଫୁଲବାଣୀ

Read more

ଓମିକ୍ରନ ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ୫ ରାଜ୍ୟରେ ନାଇଟ୍‌ କର୍ଫ୍ୟୁ ଜାରି |

ମହାରାଷ୍ଟ୍ରରେ ଆଜିଠୁ ରାତି ୯ଟାରୁ ସକାଳ ୬ଟା ଯାଏ ନାଇଟ୍‌ କର୍ଫ୍ୟୁ। ଗୁଜରାଟ, ଉତ୍ତର ପ୍ରଦେଶ, ହରିୟାଣା ଓ ମଧ୍ୟ ପ୍ରଦେଶରେ ରାତି ୧୧ଟାରୁ ସକାଳ ୫ଟା

Read more

କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ କଟକ କ୍ୟାଣ୍ଟନମେଣ୍ଟ କ୍ୟାଥଲିକ ଚର୍ଚରେ ପ୍ରାର୍ଥନା ବନ୍ଦ କଲା ପୋଲିସ| ସକାଳ ପ୍ରାର୍ଥନାରେ ୫୦ରୁ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ଚର୍ଚରେ ୫୦ରୁ ଅଧିକ ଲୋକ ଏକାଠି ହେବା ଉପରେ ଲାଗିଛି କଟକଣା |

କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ କଟକ କ୍ୟାଣ୍ଟନମେଣ୍ଟ କ୍ୟାଥଲିକ ଚର୍ଚରେ ପ୍ରାର୍ଥନା ବନ୍ଦ କଲା ପୋଲିସ ସକାଳ ପ୍ରାର୍ଥନାରେ ୫୦ରୁ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା ।

Read more

ରାଜ୍ୟରେ କୋଭିଡ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୧କୁ ବୃଦ୍ଧି , ଦିନକରେ ଆଉ ୧୨୪ କୋରୋନା ଆକ୍ରାନ୍ତ ଚିହ୍ନଟ | ସଂଗରୋଧରୁ ୭୫ ଓ ସ୍ଥାନୀୟ ଅଞ୍ଚଳରୁ ୪୯ ରୋଗୀ ଚିହ୍ନଟ, ୧୨୪ ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ୧୭ ଜଣ | ଖୋର୍ଦ୍ଧା ୬୧, କଟକ ୮, ବରଗଡ଼ ୬ ଓ ଝାରସୁଗୁଡ଼ାରେ ୫ ପଜିଟିଭ୍‌ | ଏଯାଏ ସୁସ୍ଥ ହେଲେଣି ୧୦ ଲକ୍ଷ ୪୩ ହଜାର ୬୦୧ ଜଣ ରୋଗୀ, ୧ ହଜାର ୬୬୪ ଜଣ କୋଭିଡ ରୋଗୀ ଏବେ ବି ଚିକିତ୍ସାଧୀନ |

ରାଜ୍ୟରେ କୋଭିଡ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୧କୁ ବୃଦ୍ଧି , ଦିନକରେ ଆଉ ୧୨୪ କୋରୋନା ଆକ୍ରାନ୍ତ ଚିହ୍ନଟ | ସଂଗରୋଧରୁ ୭୫ ଓ ସ୍ଥାନୀୟ

Read more

ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ପ୍ରକାଶ ପାଇଲା ସାନି ବିଜ୍ଞପ୍ତି ; ୧୫ ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦ ମହିଳାଙ୍କ ପାଇଁ ସଂରକ୍ଷିତ

ଭୁବ‌ନେଶ୍ବର: ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ପ୍ରକାଶ ପାଇଲା ସାନି ବିଜ୍ଞପ୍ତି । ପଞ୍ଚାୟତିରାଜ ବିଭାଗ ଦ୍ୱାରା ଏହି ସଂରକ୍ଷଣ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ

Read more

ଆସନ୍ତାକାଲି ଭକ୍ତଙ୍କ ପାଇଁ ଖୋଲା ରହିବ ଶ୍ରୀମନ୍ଦିର, ବଡ଼ଦିନ ପର୍ବ ପାଇଁ ବନ୍ଦ ହେବନାହିଁ ଶ୍ରୀମନ୍ଦିର । SOP ଅନୁଯାୟୀ ଭୋର ୫ଟା ୩୦ରୁ ରାତି ସାଢେ ୯ଟା ପର୍ଯ୍ୟନ୍ତ ଖୋଲା ରହିବ ଶ୍ରୀମନ୍ଦିର । ଡିସେମ୍ବର ୨୬, ୩୧ ଓ ଜାନୁଆରୀ ୧, ୨ ତାରିଖ ବନ୍ଦ ରହିବ ଶ୍ରୀମନ୍ଦିର

ଆସନ୍ତାକାଲି ଭକ୍ତଙ୍କ ପାଇଁ ଖୋଲା ରହିବ ଶ୍ରୀମନ୍ଦିର, ବଡ଼ଦିନ ପର୍ବ ପାଇଁ ବନ୍ଦ ହେବନାହିଁ ଶ୍ରୀମନ୍ଦିର । SOP ଅନୁଯାୟୀ ଭୋର ୫ଟା ୩୦ରୁ ରାତି ସାଢେ

Read more