ଦୁଇଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼

କଟକ: ଦୁଇଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼। ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମିରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପରଲେସ କୋର୍ଟ ସମ୍ମିଳନୀରେ ଯୋଗଦେବେ।

Leave a Reply

Your email address will not be published. Required fields are marked *