ଅଯୋଧ୍ୟାରେ ମହାପ୍ରଭୁ ରାମଲଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅଯୋଧ୍ୟାରେ ମହାପ୍ରଭୁ ରାମଲଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ | ପରିବାର ସହ ରାମଲାଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ | । ଓଡ଼ିଶା ଓ ଦେଶର ଉନ୍ନତି କାମନା କରି ପୂଜାର୍ଚ୍ଚନା କରିବା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରୁ ବହୁ ଲୋକ ଅଯୋଧ୍ୟା ଆସି ରାମଲାଲାଙ୍କ ଦର୍ଶନ କରୁଛନ୍ତି। ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ। ଏଥିଲାଗି ମୁଁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହେବି। ଉତ୍ତର ପ୍ରଦେଶ ସରକାର ଜମି ଯୋଗାଇଦେବା ମାତ୍ରେ ଅତିଥି ଭବନ ନିର୍ମାଣ କାମ ଆରମ୍ଭ ହେବ।

Leave a Reply

Your email address will not be published. Required fields are marked *