ମା’ ତାରାତାରିଣୀ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ସାମିଲ । ମୁଖ୍ୟ ପୁରୋଧା ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । ନୂଆ ରୂପରେ ସଜେଇ ହୋଇଛି ମା’ ତାରାତାରିଣୀ ମନ୍ଦିର ।

Leave a Reply

Your email address will not be published. Required fields are marked *