ଅନୁଗୁଳ ଷ୍ଟାଡିୟମରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାରେ ଆଜି ହିତାଧିକାରୀଙ୍କୁ BSKY ସ୍ମାର୍ଟ ହେଲ୍ଥ କାର୍ଡ ବାଣ୍ଟିବେ ନବୀନ । ଜିଲ୍ଲାରେ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ ନବୀନ

Leave a Reply

Your email address will not be published. Required fields are marked *