ଏକାମ୍ରବାସୀଙ୍କ ପାଇଁ ନୂଆବର୍ଷ ଭେଟି, ୧୦୩ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଏକାମ୍ରବାସୀଙ୍କ ପାଇଁ ୧୦୩ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ CM । ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟା ବିଶୁଦ୍ଧ ପାନୀୟ ଜଳଯୋଗାଣ ପାଇଁ ୩୩ କୋଟି ମଞ୍ଜୁର

Leave a Reply

Your email address will not be published. Required fields are marked *