ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସଂସଦର ସେଣ୍ଟ୍ରାଲ ହଲ୍‌ରେ କେନ୍ଦ୍ରମନ୍ତ୍ରୀ ଓ ଦଳୀୟ ସାଂସଦଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ । ରାଜ୍ୟର ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ କରିବେ ଆଲୋଚନା |

Leave a Reply

Your email address will not be published. Required fields are marked *