ରାଜ୍ୟର ୩ ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ପଦବି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟର ୩ ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ପଦବି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭିଏସ୍ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲକୁ ଅଗ୍ନିସୁରକ୍ଷା ପାଇଁ ନୂତନ ପଦବି ଅନୁମୋଦନ ।

Leave a Reply

Your email address will not be published. Required fields are marked *