୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ । ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ବଢ଼ାଇବା ପ୍ରସ୍ତାବକୁ ଅନୁମୋଦନ କଲେ କେନ୍ଦ୍ର ସରକାର । ସୁରେଶଙ୍କ କାର୍ଯ୍ୟକାଳ ୬ ମାସ ବଢ଼ାଇବାକୁ ସୁପାରିସ କରିଥିଲେ ରାଜ୍ୟ ସରକାର

Leave a Reply

Your email address will not be published. Required fields are marked *