ସମ୍ଭାବ୍ୟ ବାତ୍ୟା ନେଇ ମୁଖ୍ୟ ଶାସନ ସଚିବଙ୍କ ଉଚ୍ଚସ୍ତରୀୟ ବୈଠକ ଶେଷ । ଉପକୂଳ ସହ ନୟାଗଡ଼ ଓ ମୟୂରଭଞ୍ଜ ଜିଲ୍ଲାକୁ ଆଲର୍ଟ । ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ନିର୍ଦେଶ। ଅଗ୍ନିଶମ, ଓଡ୍ରାଫ ଓ NDRFକୁ ସଜାଗ ରଖିବାକୁ ନିର୍ଦେଶ । ଆବଶ୍ୟକ ସ୍ଥଳେ ତଳିଆ ଅଞ୍ଚଳ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ନିର୍ଦେଶ

Leave a Reply

Your email address will not be published. Required fields are marked *