ପୁରୀ: ଆଜି ମହାପ୍ରଭୁଙ୍କ ଚିତାଲାଗି ଅମାବାସ୍ୟା । ମହାପ୍ରଭୁଙ୍କୁ ଲାଗି ହେବ ବ୍ରହ୍ମଜ୍ୟୋତି ହୀରା ଚିତା । ଚିତା ଲାଗି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ସ୍ୱତନ୍ତ୍ର ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ଣ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ।

Leave a Reply

Your email address will not be published. Required fields are marked *