ଦୀପାବଳି ପରେ ଆରମ୍ଭ ହୋଇପାରେ ପ୍ରଥମରୁ ସପ୍ତମ ଶ୍ରେଣୀ କ୍ଲାସ; ସ୍କୁଲ ଖୋଲିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା, କହିଲେ- ଦୀପାବଳି ପରେ ସରକାର ଏ ସମ୍ପର୍କରେ ନିଷ୍ପତ୍ତି ନେବେ, ଏକକାଳୀନ ପ୍ରଥମରୁ ସପ୍ତମ ଶ୍ରେଣୀ ଖୋଲିବା ଠିକ୍ ହେବନି,ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲିବା ନେଇ ବିଚାର ଚାଲିଛି

Leave a Reply

Your email address will not be published. Required fields are marked *