

- ରାୟଗଡ଼ାର ନୂଆପଡ଼ାରେ ସହାୟକ ଶିକ୍ଷକ ଶିଶିର କୁମାର ସେମିଳିଙ୍କ ଘରେ ଭିଜଲାନ୍ସ ରେଡ୍ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ , କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ଠାବ ।
- ରାୟଗଡ଼ା ବିଇଓ ଅଫିସ୍ରେ କାର୍ଯ୍ୟରତ ଶିକ୍ଷକ ଶିଶିର ସେମେଳିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ମୋଟ ୪ କୋଟି ୭୩ ଲକ୍ଷ ୮୭ ହଜାର ଟଙ୍କାର ସଂପତ୍ତି ଠାବ, ଶିଶିରଙ୍କର ୫ଟି କୋଠାର ମୂଲ୍ୟ ୪ କୋଟିରୁ ଅଧିକ ଟଙ୍କା