କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୭୦ କୋଟି, ଏକ ବର୍ଷରେ ସରିବ କାମ

କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । କଟକ ଚଣ୍ଡୀ ମନ୍ଦିରର ବିକାଶ ପାଇଁ ଖର୍ଚ୍ଚ ହେବ ୭୦ କୋଟି, ଏକ ବର୍ଷରେ ସରିବ ବିକାଶ କାମ । ସଫଳ ରୂପାୟନ ପାଇଁ କଟକ ବାସୀଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ । ମନ୍ଦିର ଚତୁଃପାର୍ଶ୍ବରେ ନିର୍ମାଣ ହେବ ପଥର ପାଚେରୀ, ଚାରି ଦିଗରେ ନିର୍ମାଣ ହେବ ଚାରିଟି ଦ୍ବାର । ବାଟମଙ୍ଗଳା ମନ୍ଦିର ପୁନଃ ନିର୍ମାଣ ହେବ, ସଫଳ ରୂପାୟନ ପାଇଁ କଟକ ବାସୀଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *