ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆଜି ଅପରାହ୍ନ ୪ଟାରେ ଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନବନିର୍ବାଚିତ ରାଷ୍ଟ୍ରପତିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ । ଆଜି ଅପରାହ୍ନ ୪ଟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ । ଦ୍ରୌପଦୀଙ୍କୁ ଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ ଭେଟିବେ

Leave a Reply

Your email address will not be published. Required fields are marked *