

- ପରଲୋକରେ ବରିଷ୍ଠ ଅଭିନେତା ବିକ୍ରମ ଗୋଖଲେ : ୭୫ ବର୍ଷ ବୟସରେ ଦେହାନ୍ତ
- ରାଜ୍ୟରେ ଓକିଲ ଆନ୍ଦୋଳନ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ଆନ୍ଦୋଳନ କରୁଥିବା ଓକିଲଙ୍କ ଲାଇସେନ୍ସ ବାତିଲ ପାଇଁ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆକୁ ନିର୍ଦ୍ଦେଶ, ନ୍ୟାୟିକ ଅଧିକାରୀ ଓ ମହକିଲଙ୍କୁ ସୁରକ୍ଷା ଯୋଗାଇବାକୁ ପୁଲିସକୁ ନିର୍ଦ୍ଦେଶ, କୋର୍ଟ ଚାଲିବାକୁ ଆବଶ୍ୟକ ହେଲେ ଆନ୍ଦୋଳନକାରୀଙ୍କୁ ଗିରଫ ନିର୍ଦ୍ଦେଶ |