୨୯ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ

୨୯ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ | ୧୭ଟି ରାଜନୈତିକ ଦଳ ପ୍ରତିନିଧିଙ୍କ ସହ ଆଲୋଚନା କରିବେ,ରାହୁଲଙ୍କ ଭାରତ ନ୍ୟାୟ ଯାତ୍ରା ରୁଟ୍‌ ସଂପର୍କରେ ସମୀକ୍ଷା କରିବେ, ପିସିସି ସଭାପତି ଶରତ ପଟ୍ଟନାୟକ ଓ ବରିଷ୍ଠ ନେତା ଜୟଦେବ ଜେନାଙ୍କ ସୂଚନା |

Leave a Reply

Your email address will not be published. Required fields are marked *