ଲୋକସଭା ନିର୍ବାଚନ ନେଇ ଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ଇସ୍ତାହାର ପ୍ରକାଶ କଲା କଂଗ୍ରେସ

ଲୋକସଭା ନିର୍ବାଚନ ନେଇ ଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ଇସ୍ତାହାର ପ୍ରକାଶ କଲା କଂଗ୍ରେସ । ନିର୍ବାଚନ ଇସ୍ତାହାରରେ ୫ଟି ଗ୍ୟାରେଣ୍ଟି ନେଇ ପ୍ରତିଶ୍ରୁତି । ଗ୍ୟାସ୍ ସିଲିଣ୍ଡର ଦର ହ୍ରାସ ସହିତ ମହିଳାଙ୍କୁ ୧ ଲକ୍ଷ ଟଙ୍କା ଦେବାକୁ କଲା ଘୋଷଣା ।

Leave a Reply

Your email address will not be published. Required fields are marked *