ରାଜ୍ୟରେ ଦିନକରେ ଆଉ ୧୦ ହଜାର ୩୬୮ କୋରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୯୦ ଜଣ । ସଂକ୍ରମିତଙ୍କ ସଂଖ୍ୟା ୧୧ ଲକ୍ଷ ୭୭ ହଜାର ୪୬୨କୁ ବୃଦ୍ଧି । ୮୮ ହଜାର ୩୪୬ ଜଣ କୋଭିଡ ରୋଗୀ ଏବେ ବି ଚିକିତ୍ସାଧୀନ |

Leave a Reply

Your email address will not be published. Required fields are marked *