ରାଜ୍ୟରେ ଦିନକରେ ଆଉ ୯ ହଜାର ୮୩୩ କୋରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୭୨ ଜଣ । ସଂକ୍ରମିତଙ୍କ ସଂଖ୍ୟା ୧୧ ଲକ୍ଷ ୮୭ ହଜାର ୨୯୫କୁ ବୃଦ୍ଧି । ୮୯ ହଜାର ୭୦୨ ଜଣ କୋଭିଡ ରୋଗୀ ଏବେ ବି ଚିକିତ୍ସାଧୀନ ।

Leave a Reply

Your email address will not be published. Required fields are marked *