ରାଜ୍ୟରେ ଦିନକରେ ଆଉ ୧୪୩ କୋରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ସଂଗରୋଧରୁ ୮୬ ଓ ସ୍ଥାନୀୟ ଅଞ୍ଚଳରୁ ୫୭ କୋରୋନା ରୋଗୀ ଚିହ୍ନଟ | ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୩୪୯କୁ ବୃଦ୍ଧି, ୨ ହଜାର ୧୬୩ ଜଣ କୋଭିଡ ରୋଗୀ ଏବେ ବି ଚିକିତ୍ସାଧୀନ |

Leave a Reply

Your email address will not be published. Required fields are marked *