

- ୩ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ | ଶାହଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ମଧ୍ୟ ଗସ୍ତ କରିବେ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଦଳକୁ ସଂଗଠିତ କରିବା ଉଦ୍ଦେଶ୍ୟ |
- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାରାହାଙ୍ଗ ଲାଇଭ୍ ଷ୍ଟକ୍ ଇନ୍ସପେକ୍ଟର ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ