ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କୋରୋନା । ରାଜ୍ୟରେ କୋରୋନା ଜନିତ ମୃତ୍ୟୁସଂଖ୍ୟା ୮୨୨୭କୁ ବୃଦ୍ଧି । କଟକ ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ କୋରୋନା ଆକ୍ରାନ୍ତ ମୃତ ।

Leave a Reply

Your email address will not be published. Required fields are marked *