- ଇସ୍ତଫା ପ୍ରସଙ୍ଗରେ ମୁହଁ ଖୋଲିଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ; କହିଲେ- ପିସିସି ସଭାପତି ପଦ ବିଜେଡି ଭଳି ଚିରସ୍ଥାୟୀ ନୁହେଁ, ବହୁ ଦିନ ହେବ ସଭାପତି ରହିଲିଣି, ପରିବର୍ତ୍ତନ ହୋଇପାରେ, AICC ନିଷ୍ପତ୍ତି ନନେଲା ଯାଏଁ ମୁଁ ସଭାପତି ପଦରେ ରହି କାମ କରିବି
- ଜାତୀୟ କାର୍ଯ୍ୟକାରିଣୀ କମିଟି ସଦସ୍ୟଙ୍କ ନାଁ ଘୋଷଣା କଲା ବିଜେପି; କମିଟିରେ ପ୍ରଧାନମନ୍ତ୍ରୀଙ୍କ ସମେତ ୮୦ ଜଣଙ୍କ ନାଁ, ଓଡ଼ିଶାରୁ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ଜୁଏଲ ଓରାମ ଅଛନ୍ତି,ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ ବୈଜୟନ୍ତ ପଣ୍ଡାଙ୍କୁ ପୁନର୍ବାର ନିଯୁକ୍ତି