

- ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ନିର୍ବାଚନ ଅଧିକାରୀମାନେ ପଞ୍ଚାୟତ ଅଫିସରେ ସରପଞ୍ଚ, ସମିତି ସଭ୍ୟ ପାଇଁ ବିଜ୍ଞପ୍ତି ପ୍ରକାଶ, ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ସଭ୍ୟ ପାଇଁ ବିଜ୍ଞପ୍ତି ପ୍ରକାଶ |
- ଆଠଗଡ଼: ମକର ସଂକ୍ରାନ୍ତି ପାଇଁ ଧବଳେଶ୍ୱର ପୀଠରେ ୧୪୪ ଧାରା ଜାରି, କାଲି ସକାଳ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ,କେବଳ ସେବାୟତଙ୍କୁ ନେଇ ନୀତିକାନ୍ତି ସମାପନ କରିବାକୁ ନିର୍ଦ୍ଦେଶ