ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା । ୧୮ ଓ ୧୯ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା । ୨୦ରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା । ମୌସୁମୀ ନିମ୍ନଚାପ ରେଖା ପ୍ରଭାବରୁ ହେବ ଘୂର୍ଣ୍ଣିବଳୟ | ୧୮ ଓ ୧୯ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା । ୨୦ରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା

Leave a Reply

Your email address will not be published. Required fields are marked *