

- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଜି ପଇତାଲାଗି ନୀତି ପାଇଁ ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ । ଆସନ୍ତାକାଲି ସକାଳ ୭ଟାରେ ଆରମ୍ଭ ହେବ ଦର୍ଶନ ।
- ସାନ୍ତାଳୀ, ମୁଣ୍ଡାରୀ, ହୋ ଭାଷାକୁ ଓଡ଼ିଶାର ଦ୍ୱିତୀୟ ରାଜ୍ୟ ଭାଷା ମାନ୍ୟତା ସହିତ ସାନ୍ତାଳୀକୁ ଭାଷାଗତ ସଂଖ୍ୟା ଲଘୁ ମାନ୍ୟତା ଏବଂ ମୁଣ୍ଡାରୀ, ଭୂମିଜ ଓ ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ପାଇଁ ମୟୂରଭଞ୍ଜ ଆଦିବାସୀ ଛାତ୍ର ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା।