

- ମମିତା ମେହେର ହତ୍ୟା ମାମଲାରେ ଷ୍ଟାଟସ ରିପୋର୍ଟ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ, ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୩ ତାରିଖକୁ ଧାର୍ଯ୍ୟ, ମାମଲାର ବିଚାର ଫାଷ୍ଟ ଟ୍ରାକ୍ କୋର୍ଟରେ କରିବା ପାଇଁ ଆବେଦନ କରିଥିଲେ ମମିତାଙ୍କ ବାପା
- ବିଦା ହେଲେ ପ୍ରତାପ ସାମଲ; ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର, OPHWCର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁଁ ବାଧ୍ୟତାମୂଳକ ଅବସର