ଦେବପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ନିଯୁକ୍ତ

ଦେବପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ନିଯୁକ୍ତ | ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ବତନ୍ତ୍ର ସଚିବ ଅଛନ୍ତି ଦେବ ପ୍ରସାଦ | ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ |

Leave a Reply

Your email address will not be published. Required fields are marked *