ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ବୃନ୍ଦାବାହାଲ ଛକ ନିକଟରେ ସ୍କୁଟିକୁ ଧକ୍କା ଦେଲା ଟ୍ରକ୍ । ଜଣେ ନାବାଳିକାଙ୍କ ମୃତ୍ୟୁ । ମୃତକ ହେଉଛନ୍ତି ଜୟପାଟଣା ଥାନା ଟେମରା ଗାଁର ମିନାକ୍ଷୀ ନାଏକ ।

Leave a Reply

Your email address will not be published. Required fields are marked *