ମେ’ ୧୫ରୁ ଭୁବନେଶ୍ୱରରୁ ଦୁବାଇକୁ ସିଧା ବିମାନ ଉଡାଣ କରିବ, ଜୁନ୍‌ ୩ରୁ ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକ୍‌କୁ ଉଡ଼ିବ : ଆଜିଠାରୁ ଅଗ୍ରିମ ଟିକେଟ ବୁକିଂ

ମେ’ ୧୫ରୁ ଭୁବନେଶ୍ୱରରୁ ଦୁବାଇକୁ ସିଧା ବିମାନ ଉଡାଣ କରିବ, ଜୁନ୍‌ ୩ରୁ ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକ୍‌କୁ ଉଡ଼ିବ, ଆଜିଠାରୁ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ପାଇଁ ଅଗ୍ରିମ ଟିକେଟ ବୁକିଂ କରିପାରିବେ ଯାତ୍ରୀ: ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ

Leave a Reply

Your email address will not be published. Required fields are marked *