ଓଡ଼ିଶାକୁ ବିପର୍ଯ୍ୟୟ ପରିଚାଳନା ପୁରସ୍କାର | ଦିଲ୍ଲୀ ବଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡ଼ିଶାକୁ ୨୦୨୩ ପାଇଁ ସୁଭାଷ ଚନ୍ଦ୍ର ବୋଷ ଆପଦ ପ୍ରବନ୍ଧନ ପୁରସ୍କାର ମିଳିଛି । ପ୍ରଧାନମନ୍ତ୍ରୀଙ୍କ ଠାରୁ ପୁରସ୍କାର ଗ୍ରହଣ କଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ |

Leave a Reply

Your email address will not be published. Required fields are marked *