ମମିତା ହତ୍ୟା ମାମଲାରେ ଦିବ୍ୟଶଙ୍କର ମିଶ୍ରଙ୍କ ସଂପୃକ୍ତି ଅଭିଯୋଗ ଆସୁଛି, ଦିବ୍ୟଶଙ୍କର ଜଣେ ସାଧାରଣ ବ୍ୟକ୍ତି ନୁହନ୍ତି, ରାଜ୍ୟର ଗୃହ ରାଷ୍ଟ୍ର ମନ୍ତ୍ରୀ, ଦିବ୍ୟଶଙ୍କର ମିଶ୍ର ଇସ୍ତଫା ଦେଇ ତଦନ୍ତର ସାମ୍ନା କରନ୍ତୁ- ବିଜେପି ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ସଭାନେତ୍ରୀ ଭି. ଶ୍ରୀନିବାସନ

Leave a Reply

Your email address will not be published. Required fields are marked *