- ବର୍ଷା ଛାଡ଼ିବେ ଅନୁଭବଙ୍କ ଘର । ପୈତୃକ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ । ବାପା, ମାଆ ଅସୁସ୍ଥ ଥିବାରୁ ଘର ଛାଡ଼ିବାକୁ ଆବେଦନ କରିଥିଲେ ।ଅନୁଭବଙ୍କ ପିଟିସନକୁ ଗ୍ରହଣ କଲେ SDJM କୋର୍ଟ । ବର୍ଷାଙ୍କୁ ମାସକୁ 30ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ।
- ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟରେ ମାମଲା ପ୍ରସଙ୍ଗ: ଉଭୟ ଆବେଦନକାରୀଙ୍କ ମାମଲା ରଦ୍ଦ କଲେ ସୁପ୍ରିମକୋର୍ଟ, ମାମଲା ରଦ୍ଦ ସହ ଉଭୟ ପିଟିସନରଙ୍କ ଉପରେ ଜରିମାନା, ଉଭୟଙ୍କ ଉପରେ ୧ ଲକ୍ଷ ଟଙ୍କା ଜୋରିମାନା ଲଗାଇଲେ ସୁପ୍ରିମକୋର୍ଟ |