ପଞ୍ଚାୟତ ନିର୍ବାଚନ କଟକଣା କୋହଳ ନେଇ ନିର୍ବାଚନ କମିଶନ ଆଦିତ୍ୟ ପାଢ଼ୀଙ୍କ ସୂଚନା | ଏଣିକି ୨୦ ଜଣକୁ ନେଇ ଘରକୁ ଘର ବୁଲି ପ୍ରଚାର କରାଯାଇପାରିବ, ୩ଶହ ଲୋକଙ୍କୁ ନେଇ ରାଜନୈତିକ ସଭା କରାଯାଇ ପାରିବ, ପୂର୍ବପରି ରାଲି, ପଦଯାତ୍ରା ଓ ବାଇକ ରାଲି ଉପରେ କଟକଣା ବଳବତ୍ତର

ପଞ୍ଚାୟତ ନିର୍ବାଚନ କଟକଣା କୋହଳ ନେଇ ନିର୍ବାଚନ କମିଶନ ଆଦିତ୍ୟ ପାଢ଼ୀଙ୍କ ସୂଚନା, ଏଣିକି ୨୦ ଜଣକୁ ନେଇ ଘରକୁ ଘର ବୁଲି ପ୍ରଚାର କରାଯାଇପାରିବ, ୩ଶହ ଲୋକଙ୍କୁ ନେଇ ରାଜନୈତିକ ସଭା କରାଯାଇ ପାରିବ, ପୂର୍ବପରି ରାଲି, ପଦଯାତ୍ରା ଓ ବାଇକ ରାଲି ଉପରେ କଟକଣା ବଳବତ୍ତର

Leave a Reply

Your email address will not be published. Required fields are marked *