ଭାରତ ଆଗରେ ୨୪୯ ରନର ଲକ୍ଷ୍ୟ ରଖିଲା ଇଂଲଣ୍ଡ

ଭାରତ ଆଗରେ ୨୪୯ ରନର ଲକ୍ଷ୍ୟ ରଖିଲା ଇଂଲଣ୍ଡ | ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଚାଲିଥିବା ଭାରତ-ଇଂଲଣ୍ଡ ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଭାରତ ଆଗରେ ୨୪୯ ରନର ଲକ୍ଷ୍ୟ ରଖିଛି ।

Leave a Reply

Your email address will not be published. Required fields are marked *