ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା ମହାମାରୀ କୋରୋନା

ରାଜ୍ୟରେ ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ କୋଭିଡ ରୋଗୀ ମୃତ । କଟକ, ଅନୁଗୁଳ, ବରଗଡ଼, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏଁ ମୃତ । କୋଭିଡ ମୃତ୍ୟୁ ସଂଖ୍ୟା ୮ ହଜାର ୫୭୫କୁ ବୃଦ୍ଧି |

Leave a Reply

Your email address will not be published. Required fields are marked *