ରାଜ୍ୟରେ ଆଉ ୧୦ ଆକ୍ରାନ୍ତଙ୍କ ଜୀବନ ନେଲା ମହାମାରୀ କୋରୋନା

ରାଜ୍ୟରେ ଖୋର୍ଦ୍ଧାରୁ ୨, କଟକ, ଢେଙ୍କାନାଳ, ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏଁ ମୃତ । ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଓ ରାୟଗଡ଼ାରେ ବି ଜଣେ ଲେଖାଏଁ ମୃତ ।
କୋଭିଡ ମୃତ୍ୟୁ ସଂଖ୍ୟା ୮ ହଜାର ୫୬୦କୁ ବୃଦ୍ଧି ।

Leave a Reply

Your email address will not be published. Required fields are marked *