

- ଚନ୍ଦ୍ରଭାଗାରେ ଦ୍ବିତୀୟ କୋଣାର୍କ ମନ୍ଦିର ନିର୍ମାଣ ପ୍ରସଙ୍ଗରେ ଜମିର ସ୍ଥିତାବସ୍ଥା ସମ୍ପର୍କରେ ରିପୋର୍ଟ ମାଗିଲେ ଜିଲ୍ଲାପାଳ, ତଦନ୍ତ ରିପୋର୍ଟ ଆସିବା ପରେ ନିଆଯିବ କାର୍ଯ୍ୟାନୁଷ୍ଠାନ, ସରକାରୀ ଯାଗାରେ ବେଆଇନ ନିର୍ମାଣ ହେଉଥିବା ନେଇ ପୂର୍ବରୁ ରିଜସ୍ବ ନୀରିକ୍ଷକଙ୍କ ପକ୍ଷରୁ ଜାରି ହୋଇଥିଲା ନୋଟିସ
- ମମିତା ମେହେର ହତ୍ୟା ମାମଲାରେ ଷ୍ଟାଟସ ରିପୋର୍ଟ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ, ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୩ ତାରିଖକୁ ଧାର୍ଯ୍ୟ, ମାମଲାର ବିଚାର ଫାଷ୍ଟ ଟ୍ରାକ୍ କୋର୍ଟରେ କରିବା ପାଇଁ ଆବେଦନ କରିଥିଲେ ମମିତାଙ୍କ ବାପା